Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉଦୟପୁର ବସ ଦୁର୍ଘଟଣାରେ ପ୍ରାଣହାନୀ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ


ଉଦୟପୁର ବସ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିଜନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ସମବେଦନା ଜଣାଇଛନ୍ତି ।

ଉଦୟପୁର ଦୁର୍ଘଟଣାରେ ଆହତଙ୍କ ସେ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।

 

**********