ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଦେଶବ୍ୟାପୀ ଏକକାଳୀନ ନିର୍ବାଚନ ପାଇଁ ଉଚ୍ଚସ୍ତରୀୟ କମିଟିର ସୁପାରିସକୁ ଗ୍ରହଣ କରାଯାଇଛି ।
ଏକକାଳୀନ ନିର୍ବାଚନ: ଉଚ୍ଚସ୍ତରୀୟ କମିଟିର ସୁପାରିସ
ସୁପାରିସ ଏବଂ ଆଗକୁ ମାର୍ଗ
******
P.S.
The Cabinet has accepted the recommendations of the High-Level Committee on Simultaneous Elections. I compliment our former President, Shri Ram Nath Kovind Ji for spearheading this effort and consulting a wide range of stakeholders.
— Narendra Modi (@narendramodi) September 18, 2024
This is an important step towards making our…