Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଏସୀୟ କ୍ରୀଡା-2018ର 65 କିଗ୍ରା ଫ୍ରିଷ୍ଟାଇଲ କୁସ୍ତିରେ ସ୍ୱର୍ଣ୍ଣ ବିଜୟୀ ବଜରଙ୍ଗ ପୁନିଆଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


 

ଏସୀୟ କ୍ରୀଡା 2018ର 65 କିଗ୍ରା ଫ୍ରିଷ୍ଟାଇଲ କୁସ୍ତିରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଥିବା ବଜରଙ୍ଗ ପୁନିଆଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

“65 କିଗ୍ରା ଫ୍ରିଷ୍ଟାଇଲ କୁସ୍ତିରେ ସ୍ମରଣୀୟ ପଦକ ବିଜୟୀ ହୋଇଥିବା ବଜରଙ୍ଗ ପୁନିଆଙ୍କୁ ଅଭିନନ୍ଦନ । ଏହି ବିଜୟ ଅଧିକ ସ୍ୱତନ୍ତ୍ର, କାରଣ ଏହା ହେଉଛି ଏସୀୟ କ୍ରୀଡା-2018ରେ ଭାରତର ପ୍ରଥମ ସ୍ୱର୍ଣ୍ଣ ପଦକ । ଆପଣଙ୍କର ଭବିଷ୍ୟତ ଉଦ୍ୟମ ପାଇଁ ଶୁଭେଚ୍ଛା,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

 

**********