Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଏସୀୟ ପାରା ଗେମ୍ସରେ ରୌପ୍ୟ ପଦକ ଜିତିଥିବାରୁ ଜୟନ୍ତୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏସୀୟ ପାରା ଗେମ୍ସ ୨୦୨୬ ରେ ମହିଳା ୪୦୦ ମିଟର ଟି–୪୭ ଇଭେଣ୍ଟରେ ରୌପ୍ୟ ପଦକ ଜିତିବା ପାଇଁ ଜୟନ୍ତୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେୟାର କରିଛି:

“ଏକ ଚମତ୍କାର ରୂପା!

ସୁନ୍ଦର ସମୟ ସହିତ ଜୟନ୍ତୀ ଏସୀୟ ପାରା ଗେମ୍ସ ୨୦୨୬ ରେ ମହିଳା ୪୦୦ ମିଟର ଟି ୪୭ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ତାଙ୍କର କଠିନ ପରିଶ୍ରମ ଏବଂ କ୍ରୀଡ଼ା ଉତ୍ସାହ ପାଇଁ ତାଙ୍କୁ ଅଭିନନ୍ଦନ। ତାଙ୍କୁ ଶୁଭେଚ୍ଛା ଜଣାଉଛି: ପ୍ରଧାନମନ୍ତ୍ରୀ @narendramodi “

HS