Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଓନମ ଅବସରରେ ପ୍ରଧାନମନ୍ତ୍ରୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି


ଓନମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ବିଶେଷ ଉତ୍ସବ ଓନମ ଅବସରରେ ଶୁଭେଚ୍ଛା, ସକରାତ୍ମକତା, ସ୍ପନ୍ଦନ, ଭାଇଚାରା ଏବଂ ସୌହାର୍ଦ୍ଦ୍ୟ ସହିତ ଜଡିତ ଏକ ଉତ୍ସବ ମୁଁ ସମସ୍ତଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି

 

HS