Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କଟକ ବସ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ଓଡିଶାର କଟକଠାରେ ବସ ଦୁର୍ଘଟଣା ଯୋଗୁ ପ୍ରାଣହାନୀ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକପ୍ରକାଶ କରିଛନ୍ତି ।

“ଓଡିଶାର କଟକଠାରେ ବସ ଦୁର୍ଘଟଣା ଯୋଗୁ ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପାଇଁ ମୁଁ ଶୋକପ୍ରକାଶ କରୁଛି । ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରିବା ନେଇ ମୁଁ ଆଶାପ୍ରକାଶ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

***