ପିଏମଇଣ୍ଡିଆ
କମ୍ପାନୀ (ସଂଶୋଧନ)ବିଲ, 2016 ରେ ହୋଇଥିବା ସଂଶୋଧନକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରି ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବ ଉପରେ ଆଲୋଚନା ପରେ ବିଲକୁ ସ୍ୱୀକୃତି ମିଳିଛି । ଏବେ ଏହି ବିଲକୁ ସଂସଦରେ ଉପସ୍ଥାପନ କରାଯିବ ।