ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାର କାରୱାରରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ଏହି ଦୁଃଖଦ ସମୟରେ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ନିଜର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ ହୋଇଛି;
“କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାର କରୱାରରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । “
HS
The mishap in Karwar, Uttara Kannada district of Karnataka, is deeply saddening. My thoughts are with the bereaved families in this hour of grief. I pray for the speedy recovery of those injured: PM @narendramodi
— PMO India (@PMOIndia) July 9, 2026
ಕರ್ನಾಟಕದ ಉತ್ತರ ಕನ್ನಡ ಜಿಲ್ಲೆಯ ಕಾರವಾರದಲ್ಲಿ ಸಂಭವಿಸಿದ ದುರ್ಘಟನೆ ತೀವ್ರ ನೋವು ತಂದಿದೆ. ಈ ಕಠಿಣ ಸಮಯದಲ್ಲಿ ನನ್ನ ಸಹಾನುಭೂತಿ ಶೋಕತಪ್ತ ಕುಟುಂಬಗಳೊಂದಿಗಿದೆ. ಗಾಯಗೊಂಡವರು ಶೀಘ್ರವಾಗಿ ಚೇತರಿಸಿಕೊಳ್ಳಲಿ ಎಂದು ಪ್ರಾರ್ಥಿಸುತ್ತೇನೆ: ಪ್ರಧಾನಮಂತ್ರಿ @narendramodi
— PMO India (@PMOIndia) July 9, 2026