Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କାବୁଲରେ ଆତଙ୍କବାଦୀ ହାମଲାକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା, ମୃତକଙ୍କ ପ୍ରତି ଶୋକ ପ୍ରକଟ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାବୁଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ତୀବ୍ର ନିନ୍ଦା କରିଛନ୍ତି । ଏହି ଘଟଣାରେ ମୃତ ବ୍ୟକ୍ତିମାନଙ୍କ ପ୍ରତି ସେ ଶୋକ ପ୍ରକାଶ କରିଛନ୍ତି ।

“କାବୁଲରେ ଆତଙ୍କବାଦୀ ଆକ୍ରମଣକୁ ତୀବ୍ର ନିନ୍ଦା କରିବା ସହ ମୃତକଙ୍କ ପ୍ରତି ଶୋକ ବ୍ୟକ୍ତ କରୁଛି। ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଆଫଗାନିସ୍ତାନ ସହିତ ଭାରତ ଏକାଠି ରହିଛି”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********