ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ କହିଛନ୍ତି;
“କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ବିୟୋଗରେ ମୁଁ ଦୁଃଖିତ । ସେ ତାଙ୍କ ଜୀବନର ଅନେକ ବର୍ଷ ଜନସେବା ଏବଂ କେରଳର ପ୍ରଗତି ପାଇଁ ଉତ୍ସର୍ଗ କରିଥିଲେ । ନିଜ ନିଜ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବା ସମୟରେ ଆମର ଆଲୋଚନାକୁ ମୁଁ ମନେ ପକାଉଛି । ଏହି ଦୁଃଖଦ ସମୟରେ ତାଙ୍କ ପରିବାର ଏବଂ ସମର୍ଥକମାନଙ୍କ ସହିତ ମୋର ସମବେଦନା ରହିଛି ।”
SR
Saddened by the passing of former Kerala CM Shri VS Achuthanandan Ji. He devoted many years of his life to public service and Kerala's progress. I recall our interactions when we both served as Chief Ministers of our respective states. My thoughts are with his family and… pic.twitter.com/hHBeC4LEKf
— Narendra Modi (@narendramodi) July 21, 2025
കേരളത്തിന്റെ മുൻമുഖ്യമന്ത്രി ശ്രീ വി.എസ്. അച്യുതാനന്ദൻ ജിയുടെ വിയോഗത്തിൽ ദുഃഖിക്കുന്നു. ജീവിതത്തിലെ നിരവധി വർഷങ്ങൾ പൊതുസേവനത്തിനും കേരളത്തിന്റെ പുരോഗതിക്കുമായി അദ്ദേഹം
— Narendra Modi (@narendramodi) July 21, 2025
സമർപ്പിച്ചു. ഞങ്ങൾ രണ്ടുപേരും അതത് സംസ്ഥാനങ്ങളുടെ മുഖ്യമന്ത്രിമാരായിരുന്നപ്പോഴുള്ള ഞങ്ങളുടെ ഇടപെടലുകൾ ഞാൻ… pic.twitter.com/qgalhSX7QM