Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଖ୍ରୀଷ୍ଟମାସ୍ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଖ୍ରୀଷ୍ଟମାସ୍ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

“ସମସ୍ତଙ୍କୁ ଖ୍ରୀଷ୍ଟମାସ୍ ଶୁଭେଚ୍ଛା ଜଣାଉଛି । ଏହି ଅବସରରେ ଆମେ ଯୀଶୁ ଖ୍ରୀଷ୍ଟଙ୍କ ମହାନ ଶିକ୍ଷା ଏବଂ ଏକ କରୁଣାବାନ ଏବଂ ସମତାପୂର୍ଣ୍ଣ ସମାଜ ପ୍ରତିଷ୍ଠା ନେଇ ତାଙ୍କ ପ୍ରୟାସକୁ ସ୍ମରଣ କରୁଛେ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

**********