Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗଣେଶ ଚତୁର୍ଥୀ ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଗଣେଶ ଚତୁର୍ଥୀର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

“गणपति बाप्पा मोरया! गणेश चतुर्थी के शुभ अवसर पर देशवासियों को हार्दिक शुभकामनाएं। ଗଣେଶ ଚତୁର୍ଥୀର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।