ପିଏମଇଣ୍ଡିଆ
ଗୁଜରାଟର ଭଲସାଡ ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହାନୀ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ଗଭୀର ସମବେଦନା ଜଣାଇ ପ୍ରଧାନମନ୍ତ୍ରୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ନିମନ୍ତେ ପ୍ରାର୍ଥନା କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:
“ଗୁଜୁରାଟର ଭଲସାଡରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣହାନୀ ଅତ୍ୟନ୍ତ ଦୁଃଖଦାୟକ। ଏହି ଦୁଃଖଦ ମୁହୂର୍ତ୍ତରେ ମୋର ସମବେଦନା ଶୋକସନ୍ତପ୍ତ ପରିବାର ସହିତ ଅଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ @narendramodi”
*****
MT
The loss of lives due to a mishap in Valsad, Gujarat, is saddening. My thoughts are with the bereaved families in this hour of grief. Praying for the swift recovery of the injured: PM @narendramodi
— PMO India (@PMOIndia) April 22, 2026