Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୁଜରାଟ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟ ଦୁର୍ଘଟଣାରେ ପ୍ରାଣହାନି ହେତୁ ଗଭୀର ଶୋକ ପ୍ରକଟ କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ଗୁଜରାଟର ରଙ୍ଘୋଲା ଦୁର୍ଘଟଣାରେ ମୃତ ବ୍ୟକ୍ତିମାନଙ୍କ ପରିବାରବର୍ଗଙ୍କ ପ୍ରତି ମୋର ଶୋକତ୍ସ୍ବାସ ଏବଂ ସମବେଦନା । ଏହି ଦୁର୍ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ମର୍ମନ୍ତୁଦ । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି” ।

**********