Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୁରୁ ଗୋବିନ୍ଦ ସିଂହଙ୍କର ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁ ଗୋବିନ୍ଦ ସିଂହଙ୍କ ପ୍ରକାଶ ପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ଆମେମାନେ ଏହି ମହାନ ତଥା ନମସ୍ୟ ଗୁରୁ ଗୋବିନ୍ଦ ସିଂହଙ୍କୁ ପ୍ରଣାମ ଜଣାଉଛୁ ବୋଲି” ସେ କହିଛନ୍ତି ।

******