Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୁରୁ ନାନକ ଦେବଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ଗୁରୁ ନାନକ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଗୁରୁ ନାନକ ଦେବଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ।

“ଗୁରୁ ନାନକ ଜୟନ୍ତୀ ଅବସରରେ ପୂଜ୍ୟ ଶ୍ରୀ ଗୁରୁ ନାନକ ଦେବଜୀଙ୍କୁ ମୁଁ ପ୍ରଣିପାତ କରିବା ସହ ତାଙ୍କ ମହାନ ଚିନ୍ତାଧାରାକୁ ସ୍ମରଣ କରୁଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

******