ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଗୁରୁ ପୂର୍ଣ୍ଣିମା ଅବସରରେ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
“ଗୁରୁ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା”, ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।
*****
गुरु पूर्णिमा के अवसर पर सभी को हार्दिक शुभकामनाएं।
— Narendra Modi (@narendramodi) July 9, 2017