Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୋଆର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ମନୋହର ପାରିକରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଶ୍ରୀ ମନୋହର ପାରିକର ଗୋଆର ନୂତନ ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
“ମନୋହର ପାରିକର ଏବଂ ତାଙ୍କ ମନ୍ତ୍ରୀ ପରିଷଦଙ୍କୁ ଶୁଭେଚ୍ଛା । ଗୋଆକୁ ପ୍ରଗତିର ନୂତନ ଶୀର୍ଷରେ ପହଞ୍ଚାଇବା ପାଇଁ ମୋର ଶୁଭକାମନା,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

*****

AKT/SH/SKS