Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଘରୋଇ ଗ୍ୟାସ ମୂଲ୍ୟ ନିର୍ଦ୍ଧାରଣ ନିର୍ଦ୍ଦେଶାବଳୀ ସଂଶୋଧନ ପାଇଁ କ୍ୟାବିନେଟ ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା


ପ୍ରଧାନମନ୍ତ୍ରୀ, ଭାରତରେ ଗ୍ୟାସ ମୂଲ୍ୟ ଉପରେ ଆନ୍ତର୍ଜାତିକ ଗ୍ୟାସ ମୂଲ୍ୟ ବୃଦ୍ଧିର ପ୍ରଭାବ ହ୍ରାସ କରି ଉପଭୋକ୍ତାଙ୍କ ହିତସାଧନ ପାଇଁ କ୍ୟାବିନେଟ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି ।

କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀଙ୍କ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଘରୋଇ ଗ୍ୟାସ ମୂଲ୍ୟ ନିର୍ଦ୍ଧାରଣ ସମ୍ପର୍କିତ କ୍ୟାବିନେଟ ନିଷ୍ପତ୍ତି ଦ୍ୱାରା ଉପଭୋକ୍ତାମାନେ ବହୁ ଲାଭ ପାଇବେ । ଏହି କ୍ଷେତ୍ରରେ ଏହା ଏକ ସକାରାତ୍ମକ ବିକାଶ ।

 

SR