Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଛଟ୍ ପୂଜା ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛଟ୍ ପୂଜା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ଛଟ୍ ପୂଜା ଅବସରରେ ସମସ୍ତଙ୍କୁ ଶୁଭକାମନା ।”

******