Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜନ୍ମାଷ୍ଟମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପବିତ୍ର ଜନ୍ମାଷ୍ଟମୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ବ ଅବସରରେ ଦେଶବାସୀଙ୍କୁ ବହୁତ ବହୁତ ଶୁଭକାମନା, ଜନ୍ମାଷ୍ଟମୀର ଶୁଭେଚ୍ଛା” ।

******