Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜନ୍ମାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ସମସ୍ତଙ୍କୁ ଜନ୍ମାଷ୍ଟମୀ ଶୁଭେଚ୍ଛା । ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ ସମସ୍ତଙ୍କୁ ଶୁଭକାମନା । ଜୟ ଶ୍ରୀକୃଷ୍ଣ!” ।