ପିଏମଇଣ୍ଡିଆ
ଜନ୍ମାଷ୍ଟମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, “ସମସ୍ତ ଦେଶବାସୀଙ୍କୁ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା । ଭଗବାନ ଶ୍ରୀ କୃଷ୍ଣଙ୍କ ଆଶୀର୍ବାଦରୁ ଆମ ଜୀବନରେ ସର୍ବଦା ଖୁସି ଏବଂ ଆରୋଗ୍ୟତା ଭରିଯାଉ, ଜୟ ଶ୍ରୀ କୃଷ୍ଣ !” ।
***********
सभी देशवासियों को श्रीकृष्ण जन्माष्टमी की हार्दिक शुभकामनाएं। जय श्रीकृष्ण!
— Narendra Modi (@narendramodi) August 24, 2019
Janmashtami greetings to everyone! May the blessings of Bhagwan Shri Krishna always bring happiness and good health in our lives. Jai Shri Krishna!