Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜନ୍ମ ବାର୍ଷିକୀରେ ବାଲ ଗଙ୍ଗାଧର ତିଲକ, ଚନ୍ଦ୍ରଶେଖର ଆଜାଦଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାଲ ଗଙ୍ଗାଧର ତିଲକ ଓ ଚନ୍ଦ୍ରଶେଖର ଆଜାଦଙ୍କୁ ସେମାନଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କରିଛନ୍ତି ।

“ଭାରତୀୟ ସ୍ଵତନ୍ତ୍ରତା ସଂଗ୍ରାମରେ ଅବିସ୍ମରଣୀୟ ଅବଦାନ ରଖିଥିବା ମହାନ ଦେଶଭକ୍ତ ବାଲ ଗଙ୍ଗାଧର ତିଲକ ଏବଂ ଚନ୍ଦ୍ରଶେଖର ଆଜାଦଙ୍କୁ ସେମାନଙ୍କର ଜନ୍ମ ବାର୍ଷିକୀରେ ସ୍ମରଣ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।