Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜଷ୍ଟିସ ଲୀଲା ସେଠଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ଜଷ୍ଟିସ ଲୀଲା ସେଠଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି, “ଜଷ୍ଟିସ ଲୀଲା ସେଠଙ୍କ ବିୟୋଗରେ ମୁଁ ଦୁଃଖିତ । ନ୍ୟାୟପାଳିକା କ୍ଷେତ୍ରରେ ତାଙ୍କର ଯୋଗଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ମୁଁ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି । ”