Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି

 କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁରଙ୍କ ଏକ ଟୁଇଟର ଉତ୍ତରରେ ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି:

 “ଯେଉଁମାନେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି ସେମାନଙ୍କୁ ଅଭିନନ୍ଦନ ଏହି ସମ୍ମାନ ସେମାନଙ୍କ ସୃଜନଶୀଳତା ଏବଂ ମନୋରଞ୍ଜନ, କଳା ଏବଂ ସଂସ୍କୃତି ଜଗତକୁ ଅବଦାନର ଏକ ଉପଯୁକ୍ତ ସ୍ୱୀକୃତି ଅଟେ

HS