Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜାତୀୟ ସାମୁଦ୍ରିକ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ଜାତୀୟ ସାମୁଦ୍ରିକ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

“ଜାତୀୟ ସାମୁଦ୍ରିକ ଦିବସରେ ଅଭିନନ୍ଦନ । ଆମେ ଆମର ପ୍ରାଚୀନ ସମୃଦ୍ଧ ସାମୁଦ୍ରିକ ଐତିହ୍ୟ ଏବଂ ଭାରତର ଅଭିବୃଦ୍ଧିରେ ଏହି କ୍ଷେତ୍ରର ମହତ୍ଵକୁ ନେଇ ଗୌରବାନ୍ଵିତ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********