ପିଏମଇଣ୍ଡିଆ
ରବିବାର ଦିନ ଅନୁଷ୍ଠିତ ମଧ୍ୟବର୍ତ୍ତୀ ନିର୍ବାଚନରେ ଜାପାନ ପ୍ରତିପକ୍ଷ ସିଞ୍ଜୋ ଆବେ ବିଜୟୀ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
“ବୃହତ ନିର୍ବାଚନୀ ବିଜୟ ପାଇଁ ମୋର ପ୍ରିୟ ବନ୍ଧୁ ସିଞ୍ଜୋଙ୍କୁ ହୃଦୟର ଗଭୀରତମ ପ୍ରଦେଶରୁ ଅଭିନନ୍ଦନ ଜଣାଉଛି । ତାଙ୍କ ସହ ମିଶି ଭାରତ ଓ ଜାପାନ ସମ୍ପର୍କକୁ ଆହୁରି ସୁଦୃଢ କରିବା ନେଇ ଆଶାପ୍ରକାଶ କରୁଛି,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ଅଭିନନ୍ଦନ ବାର୍ତ୍ତାରେ କହିଛନ୍ତି ।
**********
Heartiest greetings to my dear friend @AbeShinzo on his big election win. Look forward to further strengthen India-Japan relations with him.
— Narendra Modi (@narendramodi) October 23, 2017
親愛なる友 @AbeShinzo、総選挙大勝利、心からお祝いを申し上げます。印日関係のさらなる強化のため、共に働き続けることを楽しみにしております。 pic.twitter.com/EWyERlZtvh
— Narendra Modi (@narendramodi) October 23, 2017