Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜିସାଟ-18 ଉପଗ୍ରହର ସଫଳ ଉତକ୍ଷେପଣ ଲାଗି ଇସ୍ରୋକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଅତ୍ୟାଧୁନିକ ଯୋଗାଯୋଗ ଉପଗ୍ରହ ଜିସାଟ-18ର ସଫଳ ଉତକ୍ଷେପଣ ପାଇଁ ଇସ୍ରୋକୁ ଅଭିନନ୍ଦନ ଜଣାଇଛନ୍ତି ।

“ଯୋଗାଯୋଗ ଉପଗ୍ରହ ଜିସାଟ-18ର ସଫଳ ଉତକ୍ଷେପଣ ପାଇଁ ଇସ୍ରୋକୁ ଅଭିନନ୍ଦନ । ଏହା ହେଉଛି ମହାକାଶ କାର୍ଯ୍ୟକ୍ରମ କ୍ଷେତ୍ରରେ ଅନ୍ୟ ଏକ ମାଇଲଖୁଣ୍ଟ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।