Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଚୌଧୁରୀ ଚରଣ ସିଂଙ୍କୁ ତାଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

“ଚୌଧୁରୀ ଚରଣ ସିଂ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ସ୍ମରଣ କରୁଛି । କଠିନ ପରିଶ୍ରମ କରୁଥିବା କୃଷକମାନଙ୍କ ଅଧିକାରର ସୁରକ୍ଷାକୁ ସେ ପ୍ରାଧାନ୍ୟ ଦେଉଥିଲେ । ଅବହେଳିତ ବର୍ଗଙ୍କ ସଶକ୍ତିକରଣ ପାଇଁ ଚରଣ ସିଂ ଜୀ ମଧ୍ୟ ଅବିଶ୍ରାନ୍ତ ଭାବେ କାର୍ଯ୍ୟ କରିଥିଲେ । ଭାରତର ଗଣତାନ୍ତ୍ରିକ ସୌଧକୁ ସୁଦୃଢ଼ କରିବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

************