Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ସେମାନଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ଗାନ୍ଧୀ ଜୟନ୍ତୀ ଅବସରରେ ବାପୁଙ୍କୁ ଶତ ଶତ ପ୍ରଣାମ ! ତାଙ୍କ ମହାନ ଆଦର୍ଶ ବିଶ୍ୱବ୍ୟାପୀ କୋଟି କୋଟି ଜନସାଧାରଣଙ୍କୁ ଅନୁପ୍ରାଣିତ କରୁଛି ।

ସୈନିକ ଏବଂ ଚାଷୀମାନଙ୍କ ପ୍ରେରଣାଦାତା ଏବଂ ଦେଶକୁ କୁଶଳ ନେତୃତ୍ୱ ପ୍ରଦାନ କରିଥିବା ଶାସ୍ତ୍ରୀଜୀଙ୍କୁ ପ୍ରଣାମ ! ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ପ୍ରଣିପାତ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

*****