Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ହେମନ୍ତ ସୋରେନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ଶ୍ରୀ ହେମନ୍ତ ସୋରେନ୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :

“ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ଶ୍ରୀ ହେମନ୍ତ ସୋରେନଙ୍କୁ ଅଭିନନ୍ଦନ । ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭେଚ୍ଛା ।

@HemantSorenJMM”

SR