Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଡଃ ଏପିଜେ ଅବଦୁଲ କଲାମଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପୂର୍ବତନ ରାଷ୍ଟ୍ରପତି ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

“ପ୍ରତ୍ୟେକ ଭାରତୀୟଙ୍କ ମନ ଓ ହୃଦୟକୁ ଛୁଇଁ ପାରିଥିବା ବ୍ୟକ୍ତି, ଆମର ପୂର୍ବତନ ରାଷ୍ଟ୍ରପତି ଡଃ ଏ.ପି.ଜେ. ଅବଦୁଲ କଲାମଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।