Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଡଃ ଏପିଜେ ଅବଦୁଲ କଲାମଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପୂର୍ବତନ ରାଷ୍ଟ୍ରପତି ଡଃ ଏପିଜେ ଅବଦୁଲ କଲାମଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ଯେ, “ଆମର ପ୍ରିୟ ପୂର୍ବତନ ରାଷ୍ଟ୍ରପତି ଡଃ ଏପିଜେ ଅବଦୁଲ କଲାମଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ତାଙ୍କ କଥା ସ୍ମରଣକୁ ଆସୁଛି । ତାଙ୍କର ଉତ୍ତୁଙ୍ଗ ବ୍ୟକ୍ତିତ୍ୱ କୋଟି କୋଟି ଜନସାଧାରଣଙ୍କୁ ଅନୁପ୍ରାଣିତ କରିବ ।”

**********