Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଡଃ ବି.ଆର.ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଡଃ ବି.ଆର.ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ଆମ୍ବେଦକର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡଃ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ଆମ୍ବେଦକର ଜୟନ୍ତୀ ଅବସରରେ ସମ୍ମାନାସ୍ପଦ ଡଃ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି । ଜୟ ଭୀମ । ଆମ୍ବେଦକର ଜୟନ୍ତୀ ଅବସରରେ ପୂଜ୍ୟ ବାବାସାହେବଙ୍କୁ ପ୍ରଣାମ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

*********