Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ


ଭାରତର ପ୍ରଥମ ରାଷ୍ଟ୍ରପତି ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

“ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡଃ ରାଜେନ୍ଦ୍ର ପ୍ରସାଦଙ୍କୁ ତାଙ୍କର ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ । ବିଶାଳ ପ୍ରତିଭାସମ୍ପନ୍ନ ବ୍ୟକ୍ତି ତଥା ସାଧାରଣ ଜୀବନ, ଉଚ୍ଚ ବିଚାରର ପ୍ରତୀକ ଭାବେ ରାଜେନ୍ଦ୍ର ବାବୁ ଦେଶବାସୀଙ୍କ ଲାଗି ସର୍ବଦା ପ୍ରେରଣାଦାୟୀ ହୋଇ ରହିବେ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

***