Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଦୀପାବଳି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଦୀପାବଳି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ପବିତ୍ର ଦୀପାବଳି ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ହେପ୍ପୀ ଦୀପାବଳି” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।