Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଦୀପାବଳି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୀପାବଳିର ଶୁଭ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି  ।

ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି –

“ପବିତ୍ର ଦୀପାବଳି ପର୍ବରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ସମସ୍ତଙ୍କୁ ଦୀପାବଳିର ଶୁଭେଚ୍ଛା” ।

 

                                     

 Follow

Narendra Modi 

✔@narendramodi

दीपावली के पावन पर्व पर सभी देशवासियों को हार्दिक शुभकामनाएं। #HappyDiwali to everyone!

6:42 AM – Oct 19, 2017

Twitter Ads info and privacy

 

*********