Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଦେଶବାସୀଙ୍କୁ କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ କହିଛନ୍ତି :

“ସମସ୍ତ ଦେଶବାସୀଙ୍କୁ କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳୀର ଅନେକ ଶୁଭକାମନା । ସ୍ନାନ-ଧ୍ୟାନ ଓ ଦୀପଦାନର ପବିତ୍ର ପରମ୍ପରା ସହିତ ଜଡିତ ଏହି ପର୍ବ ସମସ୍ତଙ୍କ ଜୀବନକୁ ସୁଖ-ସମୃଦ୍ଧି ଏବଂ ସୌଭାଗ୍ୟରେ ଆଲୋକିତ କରୁ, ଏହା ହିଁ ମୋର କାମନା ।”

 

SR