ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଧନତେରାସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
“ପବିତ୍ର ଧନତେରାସ ଅବସରରେ ସମସ୍ତ ଦେଶବାସୀଙ୍କୁ ଶୁଭକାମନା”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
धनतेरस के पावन अवसर पर सभी देशवासियों को शुभकामनाएं। Greetings on the auspicious occasion of Dhanteras.
— Narendra Modi (@narendramodi) October 28, 2016