Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଧନତେରାସ ଉପଲକ୍ଷେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଧନତେରାସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“धनतेरस की हार्दिक शुभकामनाएं। ସମସ୍ତଙ୍କୁ ଧନତେରାସର ଶୁଭକାମନା । ଏହି ଦିବସ ସମସ୍ତଙ୍କ ଜୀବନରେ ସୁଖ, ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି ଭରିଦେଉ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********