Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନବରାତ୍ରୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ସମସ୍ତ ଦେଶବାସୀଙ୍କୁ ନବରାତ୍ରୀ ଅବସରରେ ଶୁଭକାମନା । ଶକ୍ତି ଉପାସନାର ଏହି ପବିତ୍ର ପର୍ବ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ, ଏହି କାମନା କରୁଛି । ଜୟ ମାତା ଦି !”

 

SR