Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନବରେହ ଉପଲକ୍ଷେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ନବରେହ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ନବରେହ ମୁବାରକ! ନବ ବର୍ଷ ଆରମ୍ଭ ହେଉଛି । ମୁଁ ପ୍ରାର୍ଥନା କରୁଛି ଯେ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟରେ ଭରିଯାଉ । କାଶ୍ମୀର ପଣ୍ଡିତ ସମ୍ପ୍ରଦାୟର ସମୃଦ୍ଧ ସଂସ୍କୃତିକୁ ନେଇ ପ୍ରତ୍ୟେକ ଭାରତୀୟ ଗର୍ବିତ,”ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

****