ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାର୍ସୀ ନବବର୍ଷ ‘ନବରୋଜ’ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
“ପାର୍ସୀ ସମ୍ପ୍ରଦାୟକୁ ‘ନଭରୋଜ’ ର ମୁବାରକ (ଶୁଭକାମନା) । ଏହି ନବ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ଆନନ୍ଦ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ ଆଣି ଦେବ” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।