Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନିର୍ବାଚନରେ ବିଜୟ ପାଇଁ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


 

ନିର୍ବାଚନରେ ବିଜୟ ଲାଗି କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଭିନନ୍ଦନ ଜଣାଇଛନ୍ତି ।

ଅଭିନନ୍ଦନ ଜଷ୍ଟିନ ଟ୍ରୁଡୋ! ଭାରତ ଓ କାନାଡା ସହଭାଗୀ ମୂଲ୍ୟବୋଧ ଏବଂ ଗଣତନ୍ତ୍ର ଓ ବହୁଳତାବାଦ ପ୍ରତି ଦୃଢ଼ ପ୍ରତିବଦ୍ଧତା ଦ୍ୱାରା ଯୋଡ଼ି ହୋଇ ରହିଛନ୍ତି । ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଆଗ୍ରହୀବୋଲି ସେ କହିଛନ୍ତି ।