Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନୂତନ ବର୍ଷରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


 

ନୂତନ ବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭ କାମନା ଜଣାଇଛନ୍ତି ।

“2018 ପାଇଁ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା କରୁଛି । ନୂତନ ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣିବା ନେଇ ମୁଁ ପ୍ରାର୍ଥନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

 

***********