Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନେପାଳର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ଶ୍ରୀ ଶେର ବାହାଦୁର ଦେଉବାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ଶ୍ରୀ ଶେର ବାହାଦୁର ଦେଉବାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ନେପାଳର ପ୍ରଧାନମନ୍ତ୍ରୀ ଭାବେ ଶ୍ରୀ ଶେର ବାହାଦୁର ଦେଉବା ନିର୍ବାଚିତ ହୋଇଥିବାରୁ ତାଙ୍କୁ ଡାକି ଅଭିନନ୍ଦନ ଜଣାଇଛି ।

ଶ୍ରୀ ଦେଉବାଙ୍କ ନେତୃତ୍ଵରେ ନେପାଳରେ ଶାନ୍ତି, ସମୃଦ୍ଧି ଓ ପ୍ରଗତି ହେବାର କାମନା କରି ତାଙ୍କୁ ମଁଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛି”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********