Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନେପାଳର ନୂତନ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କୁ ଜଣାଇଲେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନେପାଳର ଅନ୍ତରୀଣ ସରକାରଙ୍କ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ଶ୍ରୀମତୀ ସୁଶୀଳା କାର୍କିଙ୍କୁ ଶୁଭକାମନା ଜଣାଇଛନ୍ତି ସେ କହିଛନ୍ତି ଯେ, ଭାରତ ନେପାଳର ଲୋକଙ୍କ ଶାନ୍ତି, ପ୍ରଗତି ଏବଂ ସମୃଦ୍ଧି ପାଇଁ ଦୃଢ଼ ପ୍ରତିବଦ୍ଧ

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି;

ନେପାଳର ଅନ୍ତରୀଣ ସରକାରଙ୍କ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ମୁଁ ଶ୍ରୀମତୀ ସୁଶିଳା କାର୍କିଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଉଛି ନେପାଳର ଭାଇଭଉଣୀମାନଙ୍କ ଶାନ୍ତି, ପ୍ରଗତି ଏବଂ ସମୃଦ୍ଧି ପାଇଁ ଭାରତ ଦୃଢ଼ ପ୍ରତିବଦ୍ଧ

 

SR