Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନ୍ୟୁୟର୍କ ସହରରେ ସନ୍ତ୍ରାସବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା


ନ୍ୟୁୟର୍କ ସହରରେ ହୋଇଥିବା ସନ୍ତ୍ରାସବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିନ୍ଦା କରିଛନ୍ତି ।

“ନ୍ୟୁୟର୍କ ସହର ଉପରେ ହୋଇଥିବା ସନ୍ତ୍ରାସବାଦୀ ଆକ୍ରମଣକୁ ମୁଁ ଦୃଢ଼ ଭାବେ ନିନ୍ଦା କରୁଛି । ଯେଉଁମାନେ ଏହି ଆକ୍ରମଣରେ ପ୍ରାଣ ହରାଇଛନ୍ତି ମୋ ଭାବନା ସେହିମାନଙ୍କ ସହିତ ରହିଛି ଏବଂ ଆହତ ବ୍ୟକ୍ତିମାନଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।