Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା କ୍ୟାପଟେନ ଅମରିନ୍ଦର ସିଂଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇଥିବା କ୍ୟାପଟେନ ଅମରିନ୍ଦର ସିଂଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଶୁଭେଚ୍ଛା । ପଞ୍ଜାବର ବିକାଶ ନିମିତ୍ତ କାର୍ଯ୍ୟକରିବା ପାଇଁ ଆପଣଙ୍କୁ ମୋର ଶୁଭକାମନା ।”